ଦେଶ ରାଜନୀତି ରାଜ୍ୟ ସନ୍ଦୀପ ଘୋଷଙ୍କ ଆଗତ ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ September 6, 2024 Papi Jena କୋଲକାତା ଆର.ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ଆଗତ ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନରେ କୁହାଯାଇଛି ତଦନ୍ତକୁ ବିରୋଧ କରୁନାହିଁ। ଦୁର୍ନୀତି ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିବା…