Tag: Sanitation Operations

Sanitation Operations In Bhubaneswar: ଉଷା ପାଢ଼ୀଙ୍କ ଭୁବନେଶ୍ୱରରେ ରାତ୍ରିକାଳୀନ ସ୍ୱଚ୍ଛତା କାର୍ଯ୍ୟର ପରିଦର୍ଶନ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ଗତକାଲି ରାତିରେ ଭୁବନେଶ୍ୱର ସହରର ବିଭିନ୍ନ ସ୍ଥାନରେ ଚାଲୁଥିବା ସ୍ୱଚ୍ଛତା କାର୍ଯ୍ୟର କ୍ଷେତ୍ର ପରିଦର୍ଶନ ସହିତ ସମୀକ୍ଷା କରିଥିଲେ । ଏହି ପରିଦର୍ଶନ ସମୟରେ ତାଙ୍କ ସହ ଭୁବନେଶ୍ୱର…