Tag: Sanjeeb kumar

ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା

ଭୁବନେଶ୍ୱର: କଟକ-ଭୁବନେଶ୍ୱର ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୪…