ରାଜ୍ୟ ଡିଡି ଓଡ଼ିଆରେ ଆରମ୍ଭ ହେଲା ସାନ୍ତାଳୀ ଭାଷାରେ ସମାଚାର December 12, 2024 Papirani ଦୂରଦର୍ଶନ ଓଡ଼ିଆ ଚାନେଲ ପକ୍ଷରୁ ସାନ୍ତାଳୀ ଖବର ପ୍ରସାରଣ ଶୁଭାରମ୍ଭ ହୋଇଛି। ବୁଧବାର ପୂର୍ବାହ୍ନ ୧୧ଟା ସମୟରେ ଏହା ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରୁ ପ୍ରସାରଣ କରାଯାଇଛି। । ସାନ୍ତାଳୀ ଭାଷାରେ ସମାଚାର ଆରମ୍ଭ ହେବା ଜାଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଖୁସି…
ତାଜା ଖବର ରାଜ୍ୟ ଖୁବଶୀଘ୍ର ଦୂରଦର୍ଶନରେ ପଢ଼ାଯିବ ସାନ୍ତାଳି ଭାଷାରେ ନ୍ୟୁଜ୍ December 7, 2024 Papirani ଖୁବଶୀଘ୍ର ଦୂରଦର୍ଶନରେ ‘ସାନ୍ତାଳି’ ଭାଷାରେ ନ୍ୟୁଜ୍ ପଢ଼ାଯିବ ବୋଲି ଆଜି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଘୋଷଣା କରିଛନ୍ତି । ୬ରୁ ୭ ଦିନରେ ଏହା କରାଯିବ କହିଲେ ରେଳ ମନ୍ତ୍ରୀ । ସାନ୍ତାଳ ଜନଜାତି ଭାରତୀୟ ଉପମହାଦେଶର ଏକ ଅଷ୍ଟ୍ରୋଏସୀୟ ଭାଷାଭାଷୀ…