ତାଜା ଖବର ଦେଶ ରାଜ୍ୟ Saraswati Puja: ଆଜି ପବିତ୍ର ଶ୍ରୀ ପଞ୍ଚମୀ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 23, 2026 Papirani ଆଜି ପବିତ୍ର ଶ୍ରୀ ପଞ୍ଚମୀ। ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ । ମାଘ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀଙ୍କ ପୂଜା ହୋଇଥାଏ। ସମସ୍ତ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ଭକ୍ତିପୂତ ପୂଜାର୍ଚ୍ଚନା କରାଯାଉଥିବା ଦେଖିବାକୁ ମିଳିଛି।…