Tag: Sarat Pattanaik

ପିସିସି ସଭାପତିଙ୍କ ଉପରକୁ କାଳିମାଡ଼ ଘଟଣା: ୫ କର୍ମକର୍ତ୍ତା ବହିଷ୍କୃତ

ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ଘଟଣା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ ୫ କଂଗ୍ରେସ କର୍ମକର୍ତ୍ତାଙ୍କୁ ବହିଷ୍କାର କରାଯାଇଛି। ୬ ବର୍ଷ ପାଇଁ କର୍ମକର୍ତ୍ତାଙ୍କୁ ଦଳରୁ ବହିଷ୍କାର କଲେ ପିସିସି ସଭାପତି। ସେମାନେ ଶୁକ୍ରବାର…