Tag: sasmita majhi

ଠକେଇ ଅଭିଯୋଗରେ ସସ୍ମିତା ମାଝୀ ଗିରଫ

ବିଜେଡିରୁ ବହିଷ୍କୃତ ହୋଇଥିବା ମାଥିଲି ବ୍ଲକ ୩ ନମ୍ବର ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମାଝୀ ଗିରଫ ହୋଇଛନ୍ତି। ମାଥିଲି ପୋଲିସ ଜଗତସିଂହପୁରରୁ ସସ୍ମିତାଙ୍କୁ ଗିରଫ କରିଛି । ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ ହୋଇଛନ୍ତି। ଭିକେ ପାଣ୍ଡିଆନଙ୍କ…

ବିଜେଡିରୁ ବିଦା ହେଲେ ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମାଝୀ

ଠକେଇ ଅଭିଯୋଗ ପରେ ବିଜେଡିରୁ ଜିଲ୍ଲା ପରିଷଦ ସଭ୍ୟା ବିଦା । ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ…