ତାଜା ଖବର ରାଜ୍ୟ Fire Breaks Out At Bar: ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ବାର୍ରେ ଭୟାବହ ଅଗ୍ନିକାଣ୍ଡ December 12, 2025 Papirani ଆଜି ଭୁବନେଶ୍ୱରର ସତ୍ୟ ବିହାର ଅଞ୍ଚଳରେ ଥିବା ଏକ ବାର୍ ଆଣ୍ଡ ରେଷ୍ଟୁରାଣ୍ଟରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳୁଛି ବାର୍ ଓ ଚାରିଆଡ଼େ ଧୂଆଁମୟ ପରିବେଶ ଦେଖା ଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ…