ତାଜା ଖବର ରାଜ୍ୟ Big Relief for SC/ST Students: ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ଆଡମିଶନ୍ ବେଳେ ୬ ମାସ ପର୍ଯ୍ୟନ୍ତ ଦେବାକୁ ପଡ଼ିବନି ଫି’: ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି August 31, 2026 Papirani ରାଜ୍ୟ ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ଆଡମିଶନ୍ ବେଳେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ମେଧାବୀ ଗରିବ ଛାତ୍ରଛାତ୍ରୀମାନେ ଅନେକ ସମୟରେ ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ଏହି ବର୍ଗର ମେଧାବୀ ଛାତ୍ରଛାତ୍ରୀମାନେ ବିଭିନ୍ନ ଆହ୍ୱାନର ସମ୍ମୁଖୀନ…