Tag: SC-ST Students

ହଷ୍ଟେଲରେ ବଢ଼ୁଛି ମୃତ୍ୟୁ ସଂଖ୍ୟା; ୮ ମାସରେ ୨୬ ଛାତ୍ରଛାତ୍ରୀଙ୍କ ମୃତ୍ୟୁ

ଅନୁସୂଚିତ ଜନଜାତି ହଷ୍ଟେଲରେ ବଢ଼ିଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ସଂଖ୍ୟା । ଏହି ସଂଖ୍ୟା ଗତ ଆଠ ମାସରେ ୨୬ ରେ ପହଁଚିଛି । ବିଧାୟକ ରଣେନ୍ଦ୍ର ସ୍ୱାଇଁଙ୍କ ପ୍ରଶ୍ନର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି ଅନୁସୂଚିତ ଜନଜାତି ଓ ଅନୁସୂଚିତ…