Tag: SCB Cuttack

ଏସସିବି ମେଡ଼ିକାଲରେ ତେଜୁଛି ହାଉସ୍ ସର୍ଜନ ଓ ନର୍ସିଂ ଷ୍ଟାଫ୍ ବିବାଦ; ରୋଗୀସେବା ବାଧାପ୍ରାପ୍ତ

କଟକ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ହାଉସ୍ ସର୍ଜନ ଓ ନର୍ସିଂ ଷ୍ଟାଫଙ୍କ ବିବାଦ ବଢିବାରେ ଲାଗିଛି। ବେଳକୁ ବେଳ ଜଟିଳ ରୂପ ହେଉଛି । ଉଭୟ ଗୋଷ୍ଠୀଙ୍କ ମଧ୍ଯରେ ଆରୋପ ପ୍ରତ୍ୟାରୋପ, ଅଭିଯୋଗକୁ ନେଇ ଡାକ୍ତରଖାନାରେ ଏକ ଗଣ୍ଡଗୋଳିଆ…

ଏସ୍‌ସିବି ମେଡିକାଲରେ ହାଉସ୍‌ ସର୍ଜନ ଓ ନର୍ସଙ୍କ ଧାରଣା

ଏସ୍‌ସିବି ମେଡିକାଲରେ ରୋଗୀ ସେବା ବାଧାପ୍ରାପ୍ତ । ଅଧୀକ୍ଷକଙ୍କ ଅଫିସ୍ ଆଗରେ ହାଉସ୍ ସର୍ଜନ, ନର୍ସିଂ ଷ୍ଟାଫ୍‌ଙ୍କ ଧାରଣା । ମେଡିସିନ ୱାର୍ଡରେ ଜଣେ ରୋଗୀଙ୍କୁ ରକ୍ତ ଦେବାରେ ବିଳମ୍ବ ନେଇ ଦେଖାଦେଇଛି ବିବାଦ । ହାଉସ ସର୍ଜନ ଆସିବାରେ ବିଳମ୍ବ…

ଆରପାରିରେ କଟକ SCB ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା

କଟକ: କଟକ SCBର ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ ହୋଇଯାଇଛି । SCB ମେଡ଼ିକାଲ କଲେଜରେ ୬୯ ବୟସରେ ତାଙ୍କର ଦେହାନ୍ତ ହୋଇଛି। କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ ହୋଇଥିବା ନେଇ ସୂଚନା…