Tag: SCB Fire Tragedy

SCB Fire Tragedy: ଏସ୍‌ସିବି ପ୍ରସଙ୍ଗ: ସ୍ୱାସ୍ଥ୍ୟମନ୍ତ୍ରୀ ଓ ଡାକ୍ତର ଗୌତମ ଶତପଥୀଙ୍କ ବିରୋଧରେ ମାମଲା ରୁଜୁ କଲା ବିଜେଡି

ଆଜି ବିଜୁ ଜନତା ଦଳ ପକ୍ଷରୁ ଆଜି କଟକର ମଙ୍ଗଳାବାଗ ପୋଲିସ ଷ୍ଟେସନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ଏସସିବି ମେଡିକାଲ କଲେଜର ପୂର୍ବତନ ଅଧୀକ୍ଷକ ଡାକ୍ତର ଗୌତମ ଶତପଥୀଙ୍କ ବିରୋଧରେ ଏଫଆଇଆର ରୁଜୁ କରାଯାଇଛି । ଏସସିବି ମେଡିକାଲ…

SCB Fire Tragedy: ଏସ୍‌ସିବି ଟ୍ରମା ଆଇସିୟୁରେ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍‌ର ଯାଞ୍ଚ

SCBରେ ଉନ୍ନୟନ କମିଶନରଙ୍କ ନେତୃତ୍ୱରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ର ଯାଞ୍ଚ । ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂଙ୍କ ନେତୃତ୍ବରେ ଚାଲିଛି ଯାଞ୍ଚ । ଇଲେକ୍ଟ୍ରିକାଲ୍‌ ଓ ଜନସ୍ୱାସ୍ଥ୍ୟ ବିଭାଗ ଇଆଇସି, ଅଗ୍ନିଶମ ଆଇଜି, କଟକ ଜିଲ୍ଲାପାଳ କରୁଛନ୍ତି ସ୍ଥିତି…

SCB Fire Tragedy: SCB ଅଗ୍ନିକାଣ୍ଡ ଘଟଣାରେ ୪ ଅଧିକାରୀ ନିଲମ୍ବିତ

କଟକର ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଚାରି ଜଣ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନିଲମ୍ବିତ…

SCB Fire Tragedy: ଏସସିବିରେ ଅଗ୍ନିକାଣ୍ଡ ଘଟଣା; ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକର ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରମା କେୟାର ୟୁନିଟରେ ଅଗ୍ନିକାଣ୍ଡ ଘଟଣା । ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ମୃତକ ଅନୁଗୁଳ ବଅଁରପାଳର ସୁମନ କୁମାର…

SCB Fire Tragedy: ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟଣା; ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ

ଆଜି ବିଧାସଭା ଗୃହରେ ଉଠିଲା ଏସସିବି ମେଡିକାଲରେ ହୋଇଥିବା ଅଗ୍ନିକାଣ୍ଡ ଘଟଣା । କଟକର ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର…

SCB Fire Tragedy: SCB ଅଗ୍ନିକାଣ୍ଡ ଘଟଣାରେ ୬ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ ଗଠନ କଲେ ମୁଖ୍ୟମନ୍ତ୍ରୀ

କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛନ୍ତି । ଉନ୍ନୟନ କମିଶନର ଦେଓରଞ୍ଜନ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏହି ୬…

SCB Fire Tragedy: ଏସସିବି ଅଗ୍ନିକାଣ୍ଡ ଘଟଣା: ଆହତଙ୍କୁ ଭେଟିଲା କଂଗ୍ରେସ ଟିମ୍

କଟକ ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ ଘଟଣାରେ ଆହତଙ୍କୁ ଭେଟିଲା କଂଗ୍ରେସ ଟିମ୍। ଶ୍ରୀକାନ୍ତ ଜେନା, ଜୟଦେବ ଜେନା, ନଗେନ୍ଦ୍ର ପ୍ରଧାନ, ପଞ୍ଚାନନ କାନୁନଗୋ ଭେଟିଲେ । ଏହା ସହ ମୃତକଙ୍କ ପରିବାରକୁ କୋଟିଏ ଟଙ୍କା ଲେଖାଏଁ କ୍ଷତିପୂରଣ ଦାବି କରିଛନ୍ତି…