Tag: SCB Hospital Fire

SCB Hospital Fire: SCBରେ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଲେ ଜାତୀୟ ମାନବାଧିକାର କମିଶନ

ଏସସିବି ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି । ଘଟଣାର ଅନୁଧ୍ୟାନ କରି ୧୫ ଦିନ…