ତାଜା ଖବର ରାଜ୍ୟ Odisha Assembly: ରାଜ୍ୟରେ ୧୨୮୯ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ ସଂଯୋଗ ବ୍ୟବସ୍ଥା November 28, 2025 Papirani ରାଜ୍ୟରେ ୧୨୮୯ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ । ଅନ୍ଧାରରେ ପାଠ ପଢ଼ୁଛନ୍ତି ଛାତ୍ରଛାତ୍ରୀ । ରାଜ୍ୟର ଦେଢ଼ ହଜାରରୁ ଉର୍ଦ୍ଧ୍ୱ ବିଦ୍ୟାଳୟରେ ବିଦ୍ୟୁତ ସଂଯୋଗ ବ୍ୟବସ୍ଥା ନାହିଁ । ୨୯୦ ଉଚ୍ଚ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ ସଂଯୋଗ ।…
ତାଜା ଖବର ରାଜ୍ୟ Odisha Assembly: ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍: ନିତ୍ୟାନନ୍ଦ ଗଣ୍ଡ November 28, 2025 Papirani ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଜି ଗୃହରେ ବିଜେଡ଼ି ସଦସ୍ୟ ପ୍ରସନ୍ନ କୁମାର ଆଚାର୍ଯ୍ୟ ପ୍ରଶ୍ନ କରିଥିଲେ ଯେ ଯେଉଁ ବିଦ୍ୟାଳୟରେ ୨୦ରୁ…
ତାଜା ଖବର ରାଜ୍ୟ ସବୁ ଅଙ୍ଗନବାଡି ଏବେ ସ୍କୁଲ୍ରେ ସାମିଲ୍ ହେବା ସମ୍ଭବ ନୁହେଁ: ଗଣଶିକ୍ଷା ମନ୍ତ୍ରୀ September 4, 2025 Papirani ସ୍କୁଲ୍ରେ ଅଙ୍ଗନବାଡି ସାମିଲ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ବର୍ତ୍ତମାନ ସମସ୍ତ ଅଙ୍ଗନବାଡ଼ିକୁ ବିଦ୍ୟାଳୟରେ ମିଶାଇବା ସମ୍ଭବ ନୁହେଁ । ଶିଶୁବାଟିକା ୩କୁ ବିଦ୍ୟାଳୟରେ ସାମିଲ କରାଯାଇଅଛି। ଏବେ…
ତାଜା ଖବର ରାଜ୍ୟ ପିଲାଙ୍କ ମାଆ ଯାଞ୍ଚ କରିପାରିବେ ମଧ୍ୟାହ୍ନ ଭୋଜନ June 16, 2025 Papirani ଆସନ୍ତା ୨୦ ତାରିଖରୁ ଖୋଲିବ ସ୍କୁଲ। ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ନିର୍ଦ୍ଦେଶ । ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ତାଗିଦ୍ କରି ଗଣଶିକ୍ଷା ବିଭାଗର ଚିଠି। ଗଚ୍ଛିତ ଥିବା ମଧ୍ୟାହ୍ନ ଭୋଜନ ସାମଗ୍ରୀର ସଠିକ୍ ମାନ…
ତାଜା ଖବର ରାଜ୍ୟ ୧୮ ତାରିଖ ବଦଳରେ ୨୦ରେ ଖୋଲିବ ସ୍କୁଲ June 16, 2025 Papirani ରାଜ୍ୟରେ ଜୁନ୍ ୨୦ ତାରିଖରୁ ଖୋଲିବ ସ୍କୁଲ୍ । ୧୮ ବଦଳରେ ୨୦ ତାରିଖରେ ଖୋଲିବ ସ୍କୁଲ । ଏ ନେଇ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଗଣଶିକ୍ଷା ବିଭାଗ ଲେଖିଛି ଚିଠି । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ…
ତାଜା ଖବର ରାଜ୍ୟ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’ April 29, 2025 Papirani ଖେଳ, ମନୋରଞ୍ଜନ ମାଧ୍ୟମରେ ପିଲାମାନଙ୍କୁ ଦିଆଯିବ ଶିକ୍ଷା ।ଶିଶୁ ବାଟିକା, ପ୍ରଥମ ଓ ଦ୍ବିତୀୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’ । ଖେଳ ଭିତ୍ତିକ ଶିକ୍ଷଣ ପଦ୍ଧତି ମାଧ୍ୟମରେ ମୌଳିକ ଦକ୍ଷତା ଅର୍ଜନକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତ୍ୟେକ ବିଦ୍ୟାଳୟକୁ ‘ଯାଦୁ…
ତାଜା ଖବର ରାଜ୍ୟ ଘରୋଇ ଶିକ୍ଷାନୁଷ୍ଠାନକୁ ଗଣଶିକ୍ଷା ମନ୍ତ୍ରୀଙ୍କ ତାଗିଦ୍; ନିୟମ ଭାଙ୍ଗି ସ୍କୁଲ ଖୋଲିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ April 29, 2025 Papirani ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ସତ୍ତ୍ବେ ଖୋଲାଯାଉଛି ସ୍କୁଲ୍ । ଏ ନେଇ ଘରୋଇ ଶିକ୍ଷାନୁଷ୍ଠାନକୁ ତାଗିଦ୍ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ସତ୍ତ୍ବେ…
ତାଜା ଖବର ରାଜ୍ୟ ଘରୋଇ ସ୍କୁଲ ମାଲିକଙ୍କୁ ଚେତାବନୀ; ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ April 25, 2025 Papirani ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟରେ ଅସହ୍ୟ ତାତି ସହିତ ଗୁଳୁଗୁଳି ଅନୁଭୂତ ହେଉଛି । ସେଥିପାଇଁ ଗ୍ରୀଷ୍ମ ଛୁଟି ପୂର୍ବରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି। ଯଦି ସରକାରଙ୍କ ନିର୍ଦେଶକୁ ଅବମାନନା କରାଯାଏ ତାଙ୍କ ପ୍ରତି ଆକ୍ସନ ନିଆଯିବା…
ତାଜା ଖବର ରାଜ୍ୟ ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ! March 28, 2025 Papirani ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗ । ବନ୍ଦ ହୋଇଯାଇଥିବା ସ୍କୁଲକୁ ନେଇ ଆଜି ବିଧାନସଭା ଗୃହରେ ଅତାବିରା ବିଧାୟକ ନିହାର ମହାନନ୍ଦ କରିଥିବା ପ୍ରଶ୍ନ ବିଜେପି ସବୁ ବନ୍ଦ ସ୍କୁଲ ଖୋଲିବାକୁ ଘୋଷଣା କରିଥିଲା । ସ୍କୁଲ୍…
ତାଜା ଖବର ରାଜ୍ୟ ସ୍କୁଲରେ ମିଳିବ ପୁଷ୍ଟିକର ଲଡ଼ୁ March 26, 2025 Papirani ଛାତ୍ରଛାତ୍ରୀଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଇବାକୁ ରାଜ୍ୟସରକାର ନେଇଛନ୍ତି ବଡ଼ ପଦେକ୍ଷପ। ଏଥର ସ୍କୁଲ ପିଲାଙ୍କୁ ମିଳିବ ପୋଷଣ ଯୁକ୍ତ ଲଡୁ। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମିଳିବ ପୁଷ୍ଟିକର ଲଡ଼ୁ ।ସ୍କୁଲରେ ପ୍ରଥମରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ସପ୍ତାହକୁ ମିଳିବ ୩ଟି ପୁଷ୍ଟିକର…