ତାଜା ଖବର ରାଜ୍ୟ Odisha Govt To Distribute Free School Bags: ଛାତ୍ରୀଛାତ୍ରୀମାନଙ୍କୁ ମିଳିବ ମାଗଣା ନୂଆ ସ୍କୁଲ୍ ବ୍ୟାଗ୍ June 25, 2026 Papirani ଛାତ୍ରୀଛାତ୍ରୀମାନଙ୍କୁ ମିଳିବ ମାଗଣା ନୂଆ ସ୍କୁଲ୍ ବ୍ୟାଗ୍। ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) ରାଜ୍ୟ ସାରା ସରକାରୀ ସ୍କୁଲରେ ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ସ୍କୁଲ ବ୍ୟାଗ ଯୋଗାଇବା ଘୋଷଣା କରିଛି। । ଏ…