Tag: School Holiday

Schools Closed: ଗଞ୍ଜାମ ଜିଲ୍ଲାରେ ସବୁ ସ୍କୁଲ୍‌ ଛୁଟି ଘଟଣା

ଦିନକୁ ଦିନ ବଢୁଥିବା ଗ୍ରୀଷ୍ମ ପ୍ରବାହ ଲୋକଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ଏହାରି ମଧ୍ୟରେ ଅସହ୍ୟ ତାତି ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଗଞ୍ଜାମ ଜିଲ୍ଲାରେ ସବୁ ସ୍କୁଲ୍‌ ଛୁଟି ଘୋଷଣା କରିଛନ୍ତି। ୩ ଦିନ ପାଇଁ ଛୁଟି…

Heat wave: ଜଗତସିଂହପୁରରେ ସାଢ଼େ ୬ରୁ ୯ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ୍‌

ଦିନକୁ ଦିନ ରାଜ୍ୟରେ ପ୍ରବଳ ଖରା, ଗରମକୁ ଗୁଳୁଗୁଳି ବଢ଼ିବାରେ ଲାଗିଛି। ପ୍ରାୟ ଜିଲ୍ଲାରେ ପାରଦ ପ୍ରତ୍ୟେକ ଦିନ ୪୦ ଡିଗ୍ରୀ ପାର କରୁଥିବା ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ ବିଭିନ୍ନ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଥିବା ବେଳେ…

Diwali Holiday: ଦୀପାବଳି ପାଇଁ ଅକ୍ଟୋବର ୨୦ ରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା

ଆସନ୍ତା ୨୦ ତାରିଖ ଅର୍ଥାତ ସୋମବାରକୁ ଦୀପାବଳି ପାଇଁ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ପରିପ୍ରେକ୍ଷୀରେ ଆସନ୍ତା ସୋମବାର ଦିନ ରାଜ୍ୟର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିବ । ତେବେ…

ବର୍ଷା ପାଇଁ ଭଦ୍ରକରେ ସମସ୍ତ ସ୍କୁଲ ବନ୍ଦ

ରାଜ୍ୟରେ ଜାରି ରହିଛି ବର୍ଷା। ଲଗାଣ ବର୍ଷା ପାଇଁ ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ୍ ବନ୍ଦ । ଭଦ୍ରକ ଜିଲ୍ଲାର ୪ଟି ବ୍ଲକ୍‌ରେ ଦିନକ ପାଇଁ ସ୍କୁଲ୍‌ ଛୁଟି । ତିହିଡ଼ି, ଧାମନଗର,ବାସୁଦେବପୁର, ଚାନ୍ଦବାଲି ବ୍ଲକରେ ସ୍କୁଲ୍ ରଖିବାକୁ ଜିଲ୍ଲପାଳଙ୍କ ଘୋଷଣା…

ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜରେ ସମସ୍ତ ସ୍କୁଲ୍ ଛୁଟି

ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଅବପାତ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏଠାରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆସନ୍ତାକାଲି ଠାରୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଆସନ୍ତାକାଲି ଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍‌ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ…