Tag: School & Mass Education

Teachers To Visit Absentee Student’s Home: ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଆସିଲେ, ଘରକୁ ଯିବେ ଶିକ୍ଷକ

ଡ୍ରପଆଉଟ୍ ଦୂର କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି । ଏଣିକି ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଆସିଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ । ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଶିକ୍ଷକ ଶିକ୍ଷୟିତ୍ରୀ ଘରକୁ…

ଜାତୀୟ ଶିକ୍ଷା ନୀତି- ୨୦୨୦ ପାଇଁ ଆସିଲା ବିଜ୍ଞପ୍ତି; ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସର୍ବନିମ୍ନ ବୟସ ୬ ବର୍ଷ

୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ନାମଲେଖାକୁ ନେଇ ଆସିଲା ରାଜ୍ୟ ସରକାରଙ୍କ ବିଜ୍ଞପ୍ତି । ନୂତନ ଜାତୀୟ ଶିକ୍ଷା ନୀତି (NEP) ଅନୁଯାୟୀ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ସର୍ବନିମ୍ନ ବୟସ ସୀମା ୬ ବର୍ଷ ଧାର୍ଯ୍ୟ ହୋଇଛି । ଗଣଶିକ୍ଷା…