ତାଜା ଖବର ରାଜ୍ୟ Odisha High Court Issues Arrest Warrant: ବଢ଼ିଲା ଗଣଶିକ୍ଷା ସଚିବଙ୍କ ଅଡୁଆ January 21, 2026 Papirani ହାଇକୋର୍ଟଙ୍କ ନିର୍ଦେଶ ପାଳନ ନକରି ଅଡୁଆରେ ଗଣଶିକ୍ଷା ସଚିବ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିନଥିବାରୁ ଗଣଶିକ୍ଷା ସଚିବ ଏନ୍ ଥିରୁମାଲା ନାୟକଙ୍କୁ ଗିରଫ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ ତାଙ୍କ ବିରୋଧରେ ୱାରେଣ୍ଟ ଜାରି…