Tag: School & Mass Education

Cyclone Impact: CT/D.El.Ed. ତୃତୀୟ ପର୍ଯ୍ୟାୟ ସ୍ଲାଇଡ୍‌-ଅପ୍ ଆଡ୍‌ମିସନ୍ ଅବଧି ୨ ଦିନ ବୃଦ୍ଧି

ବାତ୍ୟା ଅର୍ଣ୍ଣବର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ସୃଷ୍ଟି ହୋଇଥିବା ବାତ୍ୟାଜନିତ ପରିସ୍ଥିତିକୁ ଦୃଷ୍ଟିରେ ରଖି CT/D.El.Ed. (Diploma in Elementary Education (D.El.Ed) and Certificate in Teaching (CT) ପାଠ୍ୟକ୍ରମର ୨୦୨୬-୨୦୨୮ ଶିକ୍ଷାବର୍ଷ ପାଇଁ ତୃତୀୟ ପର୍ଯ୍ୟାୟ ସ୍ଲାଇଡ୍‌-ଅପ୍…

Single-Teacher School Crisis: ଜଣେ ଶିକ୍ଷକ ଥିବା ସ୍କୁଲରେ ତୁରନ୍ତ ଅତିରିକ୍ତ ଶିକ୍ଷକ ନିଯୁକ୍ତି ପାଇଁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ

ରାଜ୍ୟରେ ଜଣେ ଶିକ୍ଷକ ଦ୍ୱାରା ପରିଚାଳିତ ହେଉଥିବା ସ୍କୁଲଗୁଡିକରେ ତୁରନ୍ତ ଅତିରିକ୍ତ ଶିକ୍ଷକ ନିଯୁକ୍ତି ପାଇଁ ଗଣଶିକ୍ଷା ବିଭାଗ କଡ଼ା ନିର୍ଦ୍ଦେଶ ଦେଇଛି । ଏ ନେଇ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ ସୂଚନା ଦିଆଯାଇଛି । UDISE+…

Teachers To Visit Absentee Student’s Home: ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଆସିଲେ, ଘରକୁ ଯିବେ ଶିକ୍ଷକ

ଡ୍ରପଆଉଟ୍ ଦୂର କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି । ଏଣିକି ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଆସିଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ । ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଶିକ୍ଷକ ଶିକ୍ଷୟିତ୍ରୀ ଘରକୁ…

ଜାତୀୟ ଶିକ୍ଷା ନୀତି- ୨୦୨୦ ପାଇଁ ଆସିଲା ବିଜ୍ଞପ୍ତି; ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସର୍ବନିମ୍ନ ବୟସ ୬ ବର୍ଷ

୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ନାମଲେଖାକୁ ନେଇ ଆସିଲା ରାଜ୍ୟ ସରକାରଙ୍କ ବିଜ୍ଞପ୍ତି । ନୂତନ ଜାତୀୟ ଶିକ୍ଷା ନୀତି (NEP) ଅନୁଯାୟୀ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ସର୍ବନିମ୍ନ ବୟସ ସୀମା ୬ ବର୍ଷ ଧାର୍ଯ୍ୟ ହୋଇଛି । ଗଣଶିକ୍ଷା…