Tag: School student

ଛାତ୍ରକୁ ସାପ କାମୁଡ଼ିବା ମାମଲାରେ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷୟତ୍ରୀ

ପୁରୀ ଜିଲ୍ଲା ପିପିଲି ବ୍ଲକ୍ ପୋପରଙ୍ଗ ବିଦ୍ୟାଳୟରେ ଛାତ୍ରଙ୍କୁ ନାଗ ସାପ କାମୁଡ଼ିବା ମାମଲାରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ଉକ୍ତ ପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଓ ଜଣେ ଶିକ୍ଷୟତ୍ରୀଙ୍କ ଉପରେ କାର୍ଯାନୁଷ୍ଠାନ ନେଇଛନ୍ତି ବିଇଓ ରବି ନାରାୟଣ ନନ୍ଦ…

କେନ୍ଦ୍ରାପଡ଼ା ଘରୋଇ ସ୍କୁଲର ୭ ଛାତ୍ରଛାତ୍ରୀ ଅସୁସ୍ଥ

କେନ୍ଦ୍ରାପଡ଼ା ସଦର ଥାନା ଉଦୟନଗର ସ୍ଥିତ ଏକ ଘରୋଇ ସ୍କୁଲର ୭ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ସଙ୍ଗେ ସଙ୍ଗ ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍କୁଲରେ ଲାଇଟ୍ ନଥିବାରୁ ଗୁଳଗୁଳିରେ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା କୁହାଯାଇଥିବା ବେଳେ…