Tag: School uniform

School Uniform Delay: ପିଲାଙ୍କୁ ୟୁନିଫର୍ମ ଦେବାରେ ବିଳମ୍ବ କରୁଥିବା SHGକୁ ବାତିଲ୍ ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ୍ ଦେବାରେ ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଏହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତୁରନ୍ତ ଛାତ୍ରଛାତ୍ରୀଙ୍କୁ ଡ୍ରେସ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ…

ରାଜନୈତିକ ଉଦ୍ଦେଶ୍ୟ ରଖି ସ୍କୁଲ ୟୁନିଫର୍ମ ରଙ୍ଗ ବଦଳାଉଥିଲେ ପୂର୍ବ ସରକାର: ଗଣଶିକ୍ଷା ମନ୍ତ୍ରୀ

ସବୁଜ ବଦଳରେ ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ଛାତ୍ରଛାତ୍ରୀ। ହାଇସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ପରିବର୍ତ୍ତନ ନେଇ ଗଣଶିକ୍ଷା ମନ୍ତ୍ରୀଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ଦେଇ କହିଛନ୍ତି ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ…