Tag: School

Odisha Schools Told To Clear Electricity Bills: ସ୍କୁଲ୍‌ର ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ପାଇଁ ନିର୍ଦ୍ଦେଶ

ସ୍କୁଲ୍‌ର ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ପାଇଁ କଡ଼ା ନିର୍ଦ୍ଦେଶ । ଓଡ଼ିଶାର ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ (BEOs)ଙ୍କୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଶିକ୍ଷାନୁଷ୍ଠାନ ଏବଂ କାର୍ଯ୍ୟାଳୟଗୁଡ଼ିକର ବକେୟା ବିଦ୍ୟୁତ୍ ଦେୟ…

Summer Vacation: ଅନୁଗୁଳରେ ବଢ଼ିଲା ଗ୍ରୀଷ୍ମଛୁଟି ଅବଧି

ଅନୁଗୁଳ ଜିଲ୍ଲାରେ ବଢ଼ିଲା ଗ୍ରୀଷ୍ମଛୁଟି ଅବଧି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ସ୍କୁଲଗୁଡିକ ପାଇଁ ଗ୍ରୀଷ୍ମ ଛୁଟି ବୃଦ୍ଧି କରିଛି। ଅନୁଗୁଳର ସରକାରୀ ଏବଂ ବେସରକାରୀ ସ୍କୁଲଗୁଡିକ ପୂର୍ବରୁ ନିର୍ଦ୍ଧାରିତ ୧୮ ଜୁନ୍ ପରିବର୍ତ୍ତେ ୨୨ ଜୁନ୍…

Summer Vacation May Be Extended: ରାଜ୍ୟରେ ବଢ଼ିପାରେ ଖରା ଛୁଟି ଅବଧି

ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଯୋଗୁଁ ବଢ଼ିପାରେ ବିଭିନ୍ନ ସ୍କୁଲରେ ଚାଲିଥିବା ଖରା ଛୁଟି ଅବଧି । ଏ ନେଇ ଆଜି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ଜୁନ୍ ୨୨ ତାରିଖରେ…

Odisha Assembly: ରାଜ୍ୟରେ ୧୨୮୯ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ ସଂଯୋଗ ବ୍ୟବସ୍ଥା

ରାଜ୍ୟରେ ୧୨୮୯ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ । ଅନ୍ଧାରରେ ପାଠ ପଢ଼ୁଛନ୍ତି ଛାତ୍ରଛାତ୍ରୀ । ରାଜ୍ୟର ଦେଢ଼ ହଜାରରୁ ଉର୍ଦ୍ଧ୍ୱ ବିଦ୍ୟାଳୟରେ ବିଦ୍ୟୁତ ସଂଯୋଗ ବ୍ୟବସ୍ଥା ନାହିଁ । ୨୯୦ ଉଚ୍ଚ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ ସଂଯୋଗ ।…

Odisha Assembly: ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍: ନିତ୍ୟାନନ୍ଦ ଗଣ୍ଡ

ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଜି ଗୃହରେ ବିଜେଡ଼ି ସଦସ୍ୟ ପ୍ରସନ୍ନ କୁମାର ଆଚାର୍ଯ୍ୟ ପ୍ରଶ୍ନ କରିଥିଲେ ଯେ ଯେଉଁ ବିଦ୍ୟାଳୟରେ ୨୦ରୁ…

ସବୁ ଅଙ୍ଗନବାଡି ଏବେ ସ୍କୁଲ୍‌ରେ ସାମିଲ୍‌ ହେବା ସମ୍ଭବ ନୁହେଁ: ଗଣଶିକ୍ଷା ମନ୍ତ୍ରୀ

ସ୍କୁଲ୍‌ରେ ଅଙ୍ଗନବାଡି ସାମିଲ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ବର୍ତ୍ତମାନ ସମସ୍ତ ଅଙ୍ଗନବାଡ଼ିକୁ ବିଦ୍ୟାଳୟରେ ମିଶାଇବା ସମ୍ଭବ ନୁହେଁ । ଶିଶୁବାଟିକା ୩କୁ ବିଦ୍ୟାଳୟରେ ସାମିଲ କରାଯାଇଅଛି। ଏବେ…

ପିଲାଙ୍କ ମାଆ ଯାଞ୍ଚ କରିପାରିବେ ମଧ୍ୟାହ୍ନ ଭୋଜନ

ଆସନ୍ତା ୨୦ ତାରିଖରୁ ଖୋଲିବ ସ୍କୁଲ। ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ନିର୍ଦ୍ଦେଶ । ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ତାଗିଦ୍ କରି ଗଣଶିକ୍ଷା ବିଭାଗର ଚିଠି। ଗଚ୍ଛିତ ଥିବା ମଧ୍ୟାହ୍ନ ଭୋଜନ ସାମଗ୍ରୀର ସଠିକ୍ ମାନ…

୧୮ ତାରିଖ ବଦଳରେ ୨୦ରେ ଖୋଲିବ ସ୍କୁଲ

ରାଜ୍ୟରେ ଜୁନ୍ ୨୦ ତାରିଖରୁ ଖୋଲିବ ସ୍କୁଲ୍ । ୧୮ ବଦଳରେ ୨୦ ତାରିଖରେ ଖୋଲିବ ସ୍କୁଲ । ଏ ନେଇ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଗଣଶିକ୍ଷା ବିଭାଗ ଲେଖିଛି ଚିଠି । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ…

ପିଲାଙ୍କୁ ଦିଆଯିବ ‘ଯାଦୁପେଡି’

ଖେଳ, ମନୋରଞ୍ଜନ ମାଧ୍ୟମରେ ପିଲାମାନଙ୍କୁ ଦିଆଯିବ ଶିକ୍ଷା ।ଶିଶୁ ବାଟିକା, ପ୍ରଥମ ଓ ଦ୍ବିତୀୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’ । ଖେଳ ଭିତ୍ତିକ ଶିକ୍ଷଣ ପଦ୍ଧତି ମାଧ୍ୟମରେ ମୌଳିକ ଦକ୍ଷତା ଅର୍ଜନକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତ୍ୟେକ ବିଦ୍ୟାଳୟକୁ ‘ଯାଦୁ…

ଘରୋଇ ଶିକ୍ଷାନୁଷ୍ଠାନକୁ ଗଣଶିକ୍ଷା ମନ୍ତ୍ରୀଙ୍କ ତାଗିଦ୍‌; ନିୟମ ଭାଙ୍ଗି ସ୍କୁଲ ଖୋଲିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ସତ୍ତ୍ବେ ଖୋଲାଯାଉଛି ସ୍କୁଲ୍‌ । ଏ ନେଇ ଘରୋଇ ଶିକ୍ଷାନୁଷ୍ଠାନକୁ ତାଗିଦ୍‌ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ସତ୍ତ୍ବେ…