ରାଜ୍ୟ ଅଧିକ ବୈଜ୍ଞାନିକ ସୃଷ୍ଟି କରିବା ସରକାରଙ୍କ ଲକ୍ଷ୍ୟ: କୃଷ୍ଣଚନ୍ଦ୍ର ପାତ୍ର August 23, 2025 Nirvay ପ୍ରତି ଜିଲ୍ଲାରେ ବିଜ୍ଞାନ କ୍ଷେତ୍ରରେ ପ୍ରୋଜେକ୍ଟ ଆରମ୍ଭ ହେବ ବୋଲି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଓଡ଼ିଶାରେ ଅଧିକରୁ ଅଧିକ ବୈଜ୍ଞାନିକ କିପରି ବାହାରି କାମ କରିବେ ସେଥିପାଇଁ ଆମ ସରକାର ଧ୍ୟାନ…