Tag: Sea ErosionImpact

Sea ErosionImpact: ସମୁଦ୍ର ଆଁରେ ଉପକୂଳ ଜିଲ୍ଲାର ୪୬ ଗାଁ: ଗଣେଶ ରାମ ସିଂ ଖୁଣ୍ଟିଆ

ରାଜ୍ୟର ଉପକୂଳ ଜିଲ୍ଲାର ଅନେକ ଗାଁ ସମୁଦ୍ର ଜୁଆର ଦ୍ୱାରା ପ୍ରଭାବିତ ହୋଇଛି। ସମୁଦ୍ର ମାଡ଼ି ଆସିବାରୁ ପ୍ରଭାବିତ ହୋଇଛନ୍ତି ରାଜ୍ୟର ୬ଟି ଉପକୂଳବର୍ତ୍ତୀ ଜିଲ୍ଲା । ସମୁଦ୍ର ଆଁରେ ଉପକୂଳ ଜିଲ୍ଲାର ୪୬ ଗାଁ । ଆଜି ଜଙ୍ଗଲ, ପରିବେଶ…