ବ୍ୟବସାୟ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ବଢ଼ିଲା ଭତ୍ତା May 21, 2025 Papirani ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର ।…