ତାଜା ଖବର ରାଜ୍ୟ ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସମେତ ୫ ଜଣଙ୍କୁ ଗିରଫ କଲା ଭିଜିଲାନ୍ସ February 7, 2025 Papirani ମାଲକାନଗିରି ଜଳବିଭାଜିକା ଉପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସହ ସରକାରୀ ଟଙ୍କା ହଡ଼ପ ମାମଲାରେ ଶାନ୍ତନୁ ମହାପାତ୍ରଙ୍କୁ ଗିରଫ କରିବା ସମେତ ସରକାରୀ ଅର୍ଥ…