ରାଜ୍ୟ ଶରଧାବାଲିରେ ପହଞ୍ଚିଲେ ତିନି ରଥ June 28, 2025 Nirvay ଦ୍ଵିତୀୟ ଦିନରେ ଆଜି ଜନ୍ମସ୍ଥାନରେ ପହଞ୍ଚଞ୍ଚିଛନ୍ତି ଚୁତୁର୍ଦ୍ଧାମୂର୍ତ୍ତି । ଶରଧାବାଲିରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ପହଞ୍ଚିଛିଛନ୍ତି । ପଛେପଛେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ପଛରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ପହଞ୍ଚିଛନ୍ତି । ସୂଚନା ଅନୁଯାୟୀ ଦିନ…