ତାଜା ଖବର ରାଜ୍ୟ School Uniform Delay: ପିଲାଙ୍କୁ ୟୁନିଫର୍ମ ଦେବାରେ ବିଳମ୍ବ କରୁଥିବା SHGକୁ ବାତିଲ୍ ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ November 20, 2025 Papirani ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ୍ ଦେବାରେ ବିଳମ୍ବକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଏହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତୁରନ୍ତ ଛାତ୍ରଛାତ୍ରୀଙ୍କୁ ଡ୍ରେସ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ…