Tag: Shishir Kumar Das

Malkangiri Engineer in Vigilance Net:  ଭିଜିଲାନ୍ସ ଜାଲରେ ମାଥିଲି ବ୍ଲକ୍‌ ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର ଦାଶ

ଭିଜିଲାନ୍ସ ଜାଲରେ ମାଥିଲି ବ୍ଲକ ସହକାରୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିଶିର ଦାଶ। ଆଜି ସକାଳୁ ଭୁବନେଶ୍ୱର ସମେତ ମୋଟ ୬ଟି…