ତାଜା ଖବର ଦେଶ Shitala Temple Stampede: ବିହାରର ଶୀତଳା ଦେବୀ ମନ୍ଦିରରେ ଦଳାଚକଟା; ୮ ଜଣଙ୍କ ମୃତ୍ୟୁ, ୨୦ରୁ ଅଧିକ ଆହତ March 31, 2026 Papirani ବିହାର ନାଳନ୍ଦା ଜିଲ୍ଲା ଶୀତଳା ଦେବୀ ମନ୍ଦିରରେ ଦଳାଚକଟା । ଏହି ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ପୂଜା ବେଳେ ବହୁ ସଂଖ୍ୟକ ଲୋକ ଏକାଠି ହେବାରୁ ଅଘଟଣ ଘଟିଛି।…