Tag: Shree Jagannath

ରତ୍ନଭଣ୍ଡାର ଯାଞ୍ଚ ପାଇଁ ନୀତି ନିର୍ଘଣ୍ଟ

ରତ୍ନଭଣ୍ଡାର ଯାଞ୍ଚ ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଆସନ୍ତା ୧୮ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ ହେବ। ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ରତ୍ନଭଣ୍ଡାର ଯାଞ୍ଚ କରାଯିବ ବୋଲି ଜଣାପଡିଛି। ରାତି ୨ଟାରୁ ଦ୍ବାରଫିଟା ନୀତି ହେବାକୁ ଥିବା ବେଳେ ରାତି…

ସେବାୟତଙ୍କ ମଧ୍ୟରେ ବିବାଦ: ମହାପ୍ରଭୁଙ୍କ ନୀତି ବିଳମ୍ବ

ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ପୂଜା ବସିଥିବା ସମୟରେ ପ୍ରଧାନୀ ସେବାୟତ ଚଢ଼ିଯାଇଥିଲେ। ଫଳରେ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଏଭଳି ସ୍ଥିତି ଉପୁଜିଛି। ସୂର୍ଯ୍ୟପୂଜା ଚାଲିଥିବା ବେଳେ ପୂଜାପଣ୍ଡା ଓ ପ୍ରଧାନୀ ସେବାୟତଙ୍କ ମଧ୍ୟରେ ବିବାଦ…

ଶ୍ରୀମନ୍ଦିରର ସିଂହଦ୍ବାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ

ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିରର ସିଂହଦ୍ୱାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ। ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ଜନ୍ମବେଦିକୁ ନବଦିନାତ୍ମକ ଯାତ୍ରା କରିବେ। ଭକ୍ତଜନଙ୍କୁ ଉଦ୍ଧାରିବା ପାଇଁ ରତ୍ନଦେବି ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ…

ଏଥର ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି।…