Tag: Shree Mandir

ସେବାୟତଙ୍କ ମଧ୍ୟରେ ବିବାଦ: ମହାପ୍ରଭୁଙ୍କ ନୀତି ବିଳମ୍ବ

ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ପୂଜା ବସିଥିବା ସମୟରେ ପ୍ରଧାନୀ ସେବାୟତ ଚଢ଼ିଯାଇଥିଲେ। ଫଳରେ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଏଭଳି ସ୍ଥିତି ଉପୁଜିଛି। ସୂର୍ଯ୍ୟପୂଜା ଚାଲିଥିବା ବେଳେ ପୂଜାପଣ୍ଡା ଓ ପ୍ରଧାନୀ ସେବାୟତଙ୍କ ମଧ୍ୟରେ ବିବାଦ…

ଶ୍ରୀମନ୍ଦିରର ସିଂହଦ୍ବାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ

ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିରର ସିଂହଦ୍ୱାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ। ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ଜନ୍ମବେଦିକୁ ନବଦିନାତ୍ମକ ଯାତ୍ରା କରିବେ। ଭକ୍ତଜନଙ୍କୁ ଉଦ୍ଧାରିବା ପାଇଁ ରତ୍ନଦେବି ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ…

୮ରେ ରତ୍ନଭଣ୍ଡାର ଖୋଲିବା ନେଇ ଦ୍ୱନ୍ଦ୍ୱ

ଆସନ୍ତା ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବା ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ସେଦିନ ହୁଏତ ରତ୍ନଭଣ୍ଡାର ଖୋଲିନପାରେ। ଜଷ୍ଟିସ ଅରିଜିତ ପଶାୟତଙ୍କ ମନ୍ତବ୍ୟରୁ ଏଭଳି ବଡ଼ ସୂଚନା ମିଳିଛି। ଏ ନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ…

ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ସ୍ଥାୟୀ ପ୍ରଶାସକ: ଆଇନ ମନ୍ତ୍ରୀ

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ସ୍ଥାୟୀ ପ୍ରଶାସକ। ଏନେଇ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ବୋଲି ସେ କହିଛନ୍ତି। ଆସନ୍ତା ୩ ମାସରେ ସରକାରଙ୍କ ପ୍ରଥମ ୧୦୦ ଦିନର…

ଆଜି ରାତି ୧୨ଟାରୁ କାଲି ଦିନ ୧୧ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେ ଧୀରେ ଭିଡ଼ ବଢ଼ିବାରେ ଲାଗିଛି। ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ…

ଖୋଲିବନି ରତ୍ନଭଣ୍ଡାର; ଏଏସଆଇ (ASI) ଅଫିସରଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ

ଜୁଲାଇ ୮ ତାରିଖରେ ଖୋଲିବନି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏପରିକି ଏଏସ୍ଆଇ ଅଧିକାରୀ ବିଭ୍ରାନ୍ତିକର ତଥ୍ୟ ଦେଇଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ । ଏ ନେଇ ପ୍ରତିକ୍ରିୟା ରଖି ଆଇନମନ୍ତ୍ରୀ ଶ୍ରୀ…

ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆସିଲା ବଡ଼ ଖବର। ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର। ଏ ନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ତେବେ ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥ ଲେଜର ସ୍କାନିଂ କରାଯାଇଛି। ଅନୁଧ୍ୟାନ ପରେ ରତ୍ନଭଣ୍ଡାର…

ଜୟ ଜଗନ୍ନାଥ! ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ପ୍ରତିବନ୍ଧକ ହଟିଲା

ସବୁ ପ୍ରତୀକ୍ଷାର ଘଟିଲା ଅନ୍ତ, ଯାହାକୁ ଏ ଆଖି ଦେଖିବାକୁ ଚାହୁଁଥିଲା, ଯାହାକୁ କୋଟି କୋଟି ଓଡ଼ିଆ ଅପେକ୍ଷା କରିଥିଲେ ସେଇ ମୁହୂର୍ତ୍ତ ଆସି ପହଞ୍ଚିଛି। ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର। ଆଗରୁ ବନ୍ଧା ପଡ଼ିଥିଲା ଧାର୍ମିକ ବିଶ୍ବାସ। ଶ୍ରୀମନ୍ଦିର ୪…