Tag: Shri Jagannath

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ପ୍ରକାଶ ମିଶ୍ର

ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପଦେଷ୍ଟା ପ୍ରକାଶ ମିଶ୍ର । ଗତକାଲି ପୁରୀରେ ଶ୍ରୀମନ୍ଦିର ପରିଦର୍ଶନ କରି ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା ନେଇ ହୋଇଥିବା ବୈଠକରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ପ୍ରକାଶ ମିଶ୍ର । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ହୋଇଥିବା ଏହି…

କାଳିଆର ପହଣ୍ଡି ବିଜେ; ଝୁଲି ଝୁଲି ଆସୁଛନ୍ତି କଳାଠାକୁର

ଆରମ୍ଭ ହୋଇଛି କାଳିଆର ପହଣ୍ଡି ବିଜେ। ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ପଛରେ ଝୁଲି ଝୁଲି ଆସୁଛନ୍ତି କଳା ଠାକୁର । ମହାବାହୁ ଶ୍ରୀଜଗନ୍ନାଥଙ୍କୁ ଦେଖି ଭାବବିହ୍ୱଳ ହେଲେ ଭକ୍ତ। ରଥରେ ତିନି ଦିଅଁଙ୍କୁ ଦେଖିବାକୁ ଚାହିଁ ରହିଥାନ୍ତି ଭକ୍ତ। ଆଜି…

ଖୋଲା ହେବ ରତ୍ନ ଭଣ୍ଡାର? ସବୁ ସେ କାଳିଆର ଇଛା!

ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ଵନିୟନ୍ତା । ତାଙ୍କ ଇଛା ବିନା ଗଛରୁ ପତ୍ରଟିଏ ବି ହଲେନି। ମହାପ୍ରଭୁଙ୍କ ନାଁରେ ଅପପ୍ରଚାର ଓ ଗୁଜବ ସୃଷ୍ଟି କରି କେହି ବର୍ତ୍ତି ଯାଇପାରିବେନି। ରତ୍ନଭଣ୍ଡାର ଖୋଲିବା ନେଇ ଯେତେ ବୈଠକ ଓ…