Tag: Shri Mandir

ବଢ଼ିବନି ସୁନାବେଶ ଦର୍ଶନ ସମୟ

ଆଜି ଶ୍ରୀଜୀଉଙ୍କ ସୁନାବେଶ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇଛନ୍ତି। ଏହି ବେଶ ଦେଖିବା ପାଇଁ ଭକ୍ତଙ୍କ ସୁଅ ଛୁଟିଛି। ଯେ ଜଗନ୍ନାଥ ଧ୍ୱନିରେ କମ୍ପୁଛି ଶ୍ରୀକ୍ଷେତ୍ର। ହେଲେ ଏ ବର୍ଷ ବଢ଼ିବନି ସୁନାବେଶ ଦର୍ଶନର…

ସ୍ଥାନାନ୍ତର ଓ ମରାମତି ପରେ ଗଣତି

ରତ୍ନଭଣ୍ଡାର ଓ ଅଳଙ୍କାର ସମ୍ପର୍କରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ପ୍ରଥମେ ରତ୍ନଭଣ୍ଡାରରେ ଥିବା ଗହଣାଗୁଡ଼ିକୁ ସ୍ଥାନାନ୍ତର କରାଯାଉଛି । ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରଣ ପରେ ମୂଳ ରତ୍ନଭଣ୍ଡାର ମରାମତି ହେବ। ଏଏସଆଇ ଦ୍ୱାରା ମରାମତି ସାରିବା…

୧୮ରେ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା

ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ରତ୍ନଭଣ୍ଡାର ଖୋଲୁଥିବାରୁ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶ ଉପରେ କଟକଣା ରହିବ। ଏ ନେଇ ଅଧ୍ୟକ୍ଷ ଜଷ୍ଟିସ ରଥ ଏବଂ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇଛନ୍ତି । ସକାଳ ୯ଟା ପରେ…

୧୮ରେ ଖୋଲିବ ରତ୍ନଭଣ୍ଡାର

ଆସନ୍ତା ୧୮ ତାରିଖ ଗୁରୁବାର ରତ୍ନଭଣ୍ଡାର ଖୋଲାଯିବ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ସଂପର୍କିତ ଜରୁରୀ ବୈଠକ ପରେ ଜଷ୍ଟିସ ରଥଙ୍କ ସୂଚନା। ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫…

ସିଂହଦ୍ବାରରେ ଲାଗିଲା ୩ ରଥ

ଶ୍ରୀମନ୍ଦିରର ସିଂହଦ୍ୱାର ସମ୍ମୁଖରେ ପହଞ୍ଚି ଯାଇଛି ମହାପ୍ରଭୁ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ରଥ। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାରରେ ପହଞ୍ଚିଥିଲେ। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ, ଶେଷରେ…

ଭିତର ଭଣ୍ଡାର ନେଇ ଲୋକଙ୍କ ମନରେ ଅବିଶ୍ୱାସ ସୃଷ୍ଟି କରାଯାଇଥିଲା

ଭିତର ଭଣ୍ଡାରକୁ ନେଇ ଲୋକଙ୍କ ମନରେ ଅବିଶ୍ବାସ ସୃଷ୍ଟି କରାଯାଇଥିଲା ବୋଲି କହିଲେ ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ। ପ୍ରଭୁ ଜଗନ୍ନାଥଙ୍କ ନାଁ ନେଇ ଭିତର ଭଣ୍ଡାରକୁ ପ୍ରବେଶ କଲୁ। ଭିତରକୁ ଯାଇଥିବା ସଦସ୍ୟମାନଙ୍କର କିଛି କ୍ଷତି ହୋଇନି। ଆପଣମାନେ ଦେଖୁଛନ୍ତି…

ସ୍ଥାନାନ୍ତର ହେଲା ବାହାର ରତ୍ନଭଣ୍ଡାର ଅଳଙ୍କାର

ବାହାର ରତ୍ନଭଣ୍ଡାର ଅଳଙ୍କାର ସବୁ ସ୍ଥାନାନ୍ତର ହେଲା ବୋଲି କହିଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏସ୍‌ଓପି ଅନୁସାରେ ବାହାର ରତ୍ନଭଣ୍ଡାର ତାଲା ଖୋଲାଗଲା। ତାଲା ଖୋଲାଯାଇ ସବୁ ଅଳଙ୍କାର ସ୍ଥାନାନ୍ତରଣ କରାଗଲା। ଚାଙ୍ଗଡ଼ା ଘର, ଫୁଲ ଘରେ ହୋଇଥିବା ଅସ୍ଥାୟୀ…

ଖୋଲିଲା ଭିତର ରତ୍ନଭଣ୍ଡାର: ତଢ଼ଉକରଣ

ଖୋଲିଲା ଭିତର ରତ୍ନଭଣ୍ଡାର। ଏ ନେଇ ସୂଚନା ଦେଇଛନ୍ତି ପାଳିଆ ସେବାୟତ ନରେଶ କର। ତାଲା ଭାଙ୍ଗି ଭିତର ରତ୍ନଭଣ୍ଡାରକୁ ଟିମ୍ ଯାଇଥିବା ସୂଚନା ଭିତର ରତ୍ନଭଣ୍ଡାର ଖୋଲାଗଲା ବୋଲି କହିଲେ ତଢ଼ଉକରଣ। ଭିତରେ ପାଣି ଜକଉଛି, ଚଟାଣ ଓଦା ଅଛି…

ଭଙ୍ଗାଗଲା ଭିତର ରତ୍ନଭଣ୍ଡାର ତାଲା

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଭିତର ରତ୍ନଭଣ୍ଡାର ତାଲା ଭଙ୍ଗାଯାଇଛି। ଚାବିରେ ଖୋଲିଲାନି ଭିତର ରତ୍ନଭଣ୍ଡାର ତାଲା। ଫଳରେ ତାଲା ଭାଙ୍ଗିବାକୁ ପଡିଛି। ଚାବିରେ ନଖୋଲିବାରୁ କଟରରେ କଟାଗଲା ତାଲା।

ରତ୍ନଭଣ୍ଡାର ଖୋଲିବା ପରେ ଆସିଲା ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ଦୀର୍ଘ ୪୬ ବର୍ଷ ପରେ ଖୋଲିଲା ରତ୍ନଭଣ୍ଡାର। ରତ୍ନଭଣ୍ଡାର ଖୋଲିବା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ପ୍ରସଙ୍ଗରେ ସେ ଟ୍ୱିଟ କରି ଲେଖିଛନ୍ତି, ତୁମେ ଲୀଳାମୟ। ତୁମ ଇଚ୍ଛାରେ…