Tag: Shrimandir

Vamana Janma Ritual: ଶ୍ରୀମନ୍ଦିରରେ ଆସନ୍ତାକାଲି ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଶ୍ରୀମନ୍ଦିରରେ ଆସନ୍ତାକାଲି ପାଳିତ ହେବ ପବିତ୍ର ବାମନ ଜନ୍ମ ନୀତି। ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥି ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାମନ ରୂପରେ ଆବିର୍ଭାବ ନୀତି ସ୍ୱତନ୍ତ୍ର ବିଧିବିଧାନରେ ଅନୁଷ୍ଠିତ ହେବ। ଏହି ବିଶେଷ ନୀତିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ସର୍ବସାଧାରଣ…

Modi Deepotsav: ଶ୍ରୀମନ୍ଦିର ଓ ରାମ ମନ୍ଦିର ନିକଟରେ ପ୍ରଜ୍ଜ୍ବଳିତ ହେଲା ଆଶୀର୍ବାଦ ଦୀପ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନକାଳରେ ଦେଶରେ ବୈପ୍ଲବିକ ପରିବର୍ତ୍ତନ ଘଟିଛି । ଦେଶ ଆଜି ପ୍ରଗତି ପଥରେ ଆଗେଇ ଚାଲିଛି । ମୋଦି ନିରନ୍ତର ଭାବେ ଗତ ୫୦ବର୍ଷର ସାଧାରଣ ଜୀବନ ଏବଂ ୨୫ ବର୍ଷ ଧରି ଗୁଜୁରାଟର ମୁଖ୍ୟମନ୍ତ୍ରୀ…

Banakalagi Niti: ଆସନ୍ତାକାଲି ଶ୍ରୀମନ୍ଦିରରେ ବନକଲାଗି ନୀତି; ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ସ୍ୱତନ୍ତ୍ର ନୀତି ଯୋଗୁଁ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ…

Bahuda Jatra: ଆଜି ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି

ଆଜି ଶ୍ରୀଜୀଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦୀରୁ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ । ସେଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ମହାପ୍ରଭୁ ଆଜି ବଡ଼ ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି ଫେରିବେ ରତ୍ନବେଦିକୁ । ଅନ୍ୟପଟେ ଭକ୍ତ ମାନେ…

Ratha Jatra 2026: ପ୍ରତିକୂଳ ପାଗ ସତ୍ତ୍ୱେ ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ୨୦୨୬

ମହାପ୍ରଭୁ ଜଗନ୍ନାଥ, ମହାପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ସୁଦର୍ଶନଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ୨୦୨୬ ଆଜି ପୁରୀରେ ଅତ୍ୟନ୍ତ ଭକ୍ତି, ଭାବ, ଉତ୍ସାହ ଓ ପ୍ରଶାସନିକ ସମନ୍ୱୟ ସହିତ ଅନୁଷ୍ଠିତ ହୋଇଯାଇଛି । ଦିନସାରା ଲଗାଣ ବର୍ଷା ଏବଂ…

Today Anasara Niti: ଶ୍ରୀମନ୍ଦିରରେ ଆଜିଠୁ ମହାପ୍ରଭୁଙ୍କ ଅଣସର ନୀତି

ଶ୍ରୀମନ୍ଦିରରେ ଆଜିଠୁ ମହାପ୍ରଭୁଙ୍କ ଅଣସର ନୀତି ଆରମ୍ଭ । ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ ପରେ ଶ୍ରୀଜିଉ ଜ୍ୱରରେ ପୀଡିତ ହୋଇଛନ୍ତି ମହାପ୍ରଭୁ । ୧୫ ଦିନ ଅଣସରରେ ରହିବେ ଚତୁର୍ଦ୍ଧାମୂର୍ତ୍ତି ତେଣୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଦର୍ଶନ…

Jagannath Darshan Closed: କାଲି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

କାଲି ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

Ratna Bhandar Counting: ଅପରାହ୍ନ ୩ଟା ପରେ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି

ଦୀର୍ଘ ଦିନର ବିରତି ପରେ ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ । ଆସନ୍ତା ୧୧ ଓ ୧୨ ତାରିଖ ଦୁଇଦିନ ଧରି ରତ୍ନ ଅଳଙ୍କାର ଗଣତି…

Ratna Bhandar Counting: ସ୍ନାନଯାତ୍ରା ପୂର୍ବରୁ ସରିବ ରତ୍ନଭଣ୍ଡାର ଗଣତି ମଣତି: ପୃଥ୍ବୀରାଜ ହରିଚନ୍ଦନ

ସ୍ନାନଯାତ୍ରା ପୂର୍ବରୁ ରତ୍ନଭଣ୍ଡାର ଗଣତି ମଣତି ସାରିବାକୁ ପ୍ରଚେଷ୍ଟା କରାଯାଉଥିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ସ୍ନାନ ଯାତ୍ରା ପୂର୍ବରୁ ଶେଷ ହେବ ରତ୍ନଭଣ୍ଡାର ଗଣତି। ୧୯୭୮ର ଗଣତି ସହ ମେଳ…

Puri Srimandir to Remain Closed: ଆସନ୍ତାକାଲି ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରୀରାମ ନବମୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଆସନ୍ତାକାଲି ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମଧ୍ୟାହ୍ନ ଧୂପ ଭୋଗ ଉଠିବା ପରେ ସର୍ବସାଧାରଣ…