ତାଜା ଖବର ରାଜ୍ୟ ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି: ପୃଥ୍ବୀରାଜ ହରିଚନ୍ଦନ August 15, 2025 Papirani ସପ୍ତାହ ଭିତରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଏ ନେଇ ଆଜି ପୁରୀରେ ସ୍ବାଧୀନତା ଦିବସ ସମାରୋହ କାର୍ଯ୍ୟକ୍ରମ ଅବସରରେ ଏହି ବଡ଼ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ସପ୍ତାହ…