ରାଜ୍ୟ ନୂଆବର୍ଷରେ ଜଗା ଦର୍ଶନ; ଆଜି ରାତି ୧ଟାରୁ ଖୋଲିବ ସିଂହଦ୍ବାର December 31, 2024 Papirani ରାତି ପାହିଲେ ନୂଆ ଆଶା, ଆକାଂକ୍ଷା ଓ ସମ୍ଭାବନାକୁ ନେଇ ଆସିବ ବର୍ଷ ୨୦୨୫ । ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ୱାଗତ ଜଣାଇବା ଲାଗି ପୁରୀ ସହର ସମ୍ପୂର୍ଣ୍ଣ ପ୍ରସ୍ତୁତ । ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ନବ ବର୍ଷର…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିରରେ ଅବ୍ୟବସ୍ଥା; ଠେଲାପେଲାରେ ୧୦ ଭକ୍ତ ଅସୁସ୍ଥ December 30, 2024 Papirani ଆଜି ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି । ବର୍ଷର ଶେଷରେ ପୁରୀରେ ଏବେ ବିଭିନ୍ନ ରାଜ୍ୟ ଓ ଦେଶରୁ ବହୁ ସଂଖ୍ୟକ ଭକ୍ତ ଆସି ଅସମ୍ଭାଳ ଭିଡ଼ ଜମାଉଛନ୍ତି । ଏଥିପାଇଁ ବାହାରକାଠ ନିକଟରେ ଜଗାକୁ…
ଖେଳ ରାଜ୍ୟ ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍ December 26, 2024 Papirani ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଡିସେମ୍ବର ୨୮ରୁ ଶ୍ରୀମନ୍ଦିରରେ ହେବ ନାହିଁ ଧାଡ଼ି ଦର୍ଶନ । ଗଙ୍ଗା ସ୍ନାନ ପରଠାରୁ ଜାନୁଆରୀ…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ: ୩ ପାଳିଆ ସେବକ ନିଲମ୍ବିତ October 1, 2024 Papirani ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଶ୍ରୀମନ୍ଦିର ପ୍ରଶାସନ । ୩ ସୁପକାରଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଥିବା…
ତାଜା ଖବର ରାଜ୍ୟ ଯାଞ୍ଚ ହେବ ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ September 24, 2024 Papirani ପୁରୀର ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ ଯାଞ୍ଚ କରାଯିବ।ଶ୍ରୀମନ୍ଦିରରେ ମହାପ୍ରସାଦ ପ୍ରସ୍ତୁତି ନିମନ୍ତେ କେଉଁ ପ୍ରକାର ଘିଅ ବ୍ୟବହୃତ ହେଉଛି ତାହାର ମାନ ଯାଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ । ସେ କହିଛନ୍ତି…
ତାଜା ଖବର ରାଜ୍ୟ ସେପ୍ଟେମ୍ବର ୨୪ ସୁଦ୍ଧା ସରିବ ରତ୍ନଭଣ୍ଡାର ସର୍ଭେ: ଏଏସ୍ଆଇଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି September 19, 2024 Papirani ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ ) ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଚିଠି ଅନୁସାରେ ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ଯାଞ୍ଚ କରି ଫେରିଲେ ବିଶେଷଜ୍ଞ ଟିମ୍ September 18, 2024 Papirani ଆଜି ଚତୁର୍ଥ ପର୍ଯ୍ଯାୟରେ ଖୋଲିଲା ରତ୍ନଭଣ୍ଡାର। ରତ୍ନ ଭଣ୍ଡାର ତଦାରଖ କରି ଫେରିଲେ ବିଶେଷଜ୍ଞ ଟିମ୍। ତଦାରଖ କରି ଫେରିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇ କହିଛନ୍ତି ବିଶେଷଜ୍ଞ ଟିମ୍ ଦ୍ବାରା ରତ୍ନ ଭଣ୍ଡାରର ଲେଜର ସ୍କାନିଂ…
ତାଜା ଖବର ରାଜ୍ୟ ଆଡ଼ପ ପହଣ୍ଡି ଅଘଟଣ ଘଟଣା; ଦିଆଯାଇଥିବା ରିପୋର୍ଟ ଅସଂପୂର୍ଣ୍ଣ August 30, 2024 Papirani ଶେଷ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ବୈଠକରେ ନିଆଯାଇଛି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ବୈଠକରେ ଆଡ଼ପ ମଣ୍ଡପ ବିଜେ ଅଘଟଣ ପୁନରାବୃତ୍ତି ନହେବା ଉପରେ ଗୁରୁତ୍ୱ ଦିଆଯାଇଛି । ଆଡ଼ପ ମଣ୍ଡପ ପହଣ୍ଡି ବିଜେ ସମୟରେ ବଳଭଦ୍ର…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି August 24, 2024 Papirani ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି । ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଏଏସଆଇ ଡିଜିଙ୍କୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଉନ୍ନତ ଅନୁଷ୍ଠାନ…
ତାଜା ଖବର ରାଜ୍ୟ ନୀତି ବିଶୃଙ୍ଖଳା ଅଭିଯୋଗରେ ପ୍ରତିହାରୀ ସେବକଙ୍କୁ ଶ୍ରୀମନ୍ଦିର ପ୍ରଶାସନର ନୋଟିସ୍ August 10, 2024 Papirani ପ୍ରତିହାରୀ ସେବକଙ୍କୁ ଶ୍ରୀମନ୍ଦିର ପ୍ରଶାସନର ନୋଟିସ୍ । ଶ୍ରୀମନ୍ଦିର ଦ୍ବାରଫିଟା ବେଳେ ବିଳମ୍ବରେ ପହଞ୍ଚିବାରୁ ନୀତି ବିଳମ୍ବ ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଥିବା ସୂଚନା । ନୀତି ବିଶୃଙ୍ଖଳା ଅଭିଯୋଗରେ ନୋଟିସ୍ ଜାରି । ଅନ୍ୟପଟେ ଦ୍ବାରଫିଟା…