Tag: Shrimandir

Dilip Ray Visits Puri: ପୁରୀ ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ

ରାଜ୍ୟସଭା ନିର୍ବାଚନରେ ବିଜୟ ହାସଲ କରିଥିବା ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ଆଜି ପୁରୀ ଗସ୍ତ କରିଛନ୍ତି। ଜିତିବା ପରେ ଆଜି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ କୃତଜ୍ଞତା ଜଣାଇଛନ୍ତି ରାଜ୍ୟସଭାର ନବ ନିର୍ବାଚିତ ସାଂସଦ ଦିଲୀପ ରାୟ…

Banakalagi Ritual: ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ପ୍ରଭୁ ଜଗନ୍ନାଥଙ୍କ ବନକଲାଗି ନୀତି ପାଇଁ, ଆଜି ପୁରୀ ଶ୍ରୀମନ୍ଦିରରେ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଓଡ଼ିଶାର ଜଗନ୍ନାଥ ଧାମ…

Puri Shrimandir: ପୁଣି ଶ୍ରୀମନ୍ଦିର ଭିତରକୁ ମୋବାଇଲ୍; ଭିଡିଓ ଭାଇରାଲ

ପୁଣି ଶ୍ରୀମନ୍ଦିର ଭିତରକୁ ମୋବାଇଲ୍ ନେବା ଭିଡିଓ ଭାଇରାଲ । ଆନନ୍ଦବଜାରରେ ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଗପିବାର ଭିଡିଓ ଏବେ ଭାଇରାଲ୍ ହୋଇଛି । ଏହା ପରେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । କଟକଣା ସତ୍ତ୍ୱେ…

Srimandir To Remain Closed: ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ପାଇଁ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ । ଦ୍ୱିତୀୟ…

Jagannath Temple Calendar Error: ଶ୍ରୀମନ୍ଦିରର ନୂତନ କ୍ୟାଲେଣ୍ଡରରେ ତ୍ରୁଟି

ପୁରୀ ଶ୍ରୀମନ୍ଦିର ପକ୍ଷରୁ ପ୍ରକାଶ ପାଇଥିବା ଇଂରାଜୀ ନୂତନ ବର୍ଷର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ପରିଲକ୍ଷିତ ହୋଇଛି ।ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଟେବୁଲ୍ କ୍ୟାଲେଣ୍ଡର, ଓ୍ୱାଲ୍ କ୍ୟାଲେଣ୍ଡର ଓ ଡାଏରୀରେ…

Ratna Bhandar Inventory SOP: ରଥଯାତ୍ରା ପୂର୍ବରୁ ଶେଷ ହେବ ରତ୍ନ ଅଳଙ୍କାର ଗଣତିମଣତି: ଆଇନମନ୍ତ୍ରୀ

ରତ୍ନଭଣ୍ଡାର ଗଣତି ମଣତି SOP ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ । ସେ କହିଛନ୍ତି ରତ୍ନଭଣ୍ଡାର ଗଣତି ମଣତି ନେଇ SOP ଫାଇନାଲ୍‌ ଷ୍ଟେଜ୍‌ରେ ପହଞ୍ଚିଛି । ଉଚ୍ଚସ୍ତରୀୟ କମିଟିରେ ଏନେଇ ଆଲୋଚନା ହୋଇଛି ।କମିଟି ଏକ ପୂର୍ଣ୍ଣ୍ରାଙ୍ଗ SOP…

Puri Srimandir Mahaprasad: ଜୈବିକ ଚାଉଳରେ ପ୍ରସ୍ତୁତ ମହାପ୍ରଭୁଙ୍କ କୋଠ ଭୋଗ

ଆସନ୍ତା ରଥଯାତ୍ରାରୁ ଜୈବିକ ଚାଉଳରୁ ପ୍ରସ୍ତୁତ ହେବ କୋଠ ଭୋଗ । ପୁରୀ ଶ୍ରୀମନ୍ଦିରରେ ଥିବା ଆନନ୍ଦ ବଜାରରେ ଏକ ସ୍ୱତନ୍ତ୍ର କାଉଣ୍ଟର୍ ରହିବ, ଯେଉଁଠାରେ ଜୈବିକ ଚାଉଳରେ ପ୍ରସ୍ତୁତ ମହାପ୍ରଭୁଙ୍କ ମହାପ୍ରସାଦ ଉପଲବ୍ଧ ହେବ। ଏନେଇ ସୂଚନା ଦେଇଛନ୍ତି କୃଷି…

Puri shrimandir; ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ୍‌ ଫୋନ୍; ଫଟୋ ଉଠାଇବା ସମୟରେ ଜଣେ ଗୁମାସ୍ତା ଅଟକ

ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ୍‌ ଫୋନ୍ । ଫଟୋ ଉଠାଇବା ସମୟରେ ଜଣେ ଗୁମାସ୍ତାଙ୍କୁ ଅଟକ ରଖାଯାଇଛି। ପ୍ରତିହାରୀ ନିଯୋଗ ସମ୍ମୁଖରେ ଫଟୋ ଉଠାଇ ଧରାପଡ଼ିଛନ୍ତି ଗୁମାସ୍ତା।ଗୁମାସ୍ତା ଫୋନ୍‌ରେ ଯାତ୍ରୀଙ୍କ ଫଟୋ ଉଠାଇଥିବା ସୂଚନା ମିଳିଛି। ବର୍ତ୍ତମାନ ଯାଏଁ ଗୁମାସ୍ତାଙ୍କ ପରିଚୟ…

ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌; ବ୍ୟବହାର ହେବ ୱାକିଟକି: ଗିରୀଶ ଚନ୍ଦ୍ର ମୁର୍ମୁ

ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌। ଶ୍ରୀମନ୍ଦିରକୁ କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବଇଲ୍‌। ତେଣୁ ଆଗକୁ ଶ୍ରୀମନ୍ଦିର ସୁରକ୍ଷା ପାଇଁ ୱାକିଟକି ବ୍ୟବସ୍ଥା ହେବ । କାହାକୁ ହଇରାଣ କରିବାକୁ ନୁହେଁ, ଶ୍ରୀମନ୍ଦିର ସୁରକ୍ଷା…

ମାରପିଟ୍ ଘଟଣାରେ ଶ୍ରୀମନ୍ଦିର ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବିତ

ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବିତ । ଶ୍ରୀମନ୍ଦିର ପରିସରରେ ବିଶୃଙ୍ଖଳା ସହ ଅନ୍ୟ ସେବାୟତଙ୍କୁ ମାରପିଟ୍ ଘଟଣାରେ ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବିତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ମୁଖ…