Tag: #sibakasi#blast

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ :୮ ମୃତ

ତାମିଲନାଡୁ; ତାମିଲନାଡୁର ଶିବକାଶୀରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୫ ଜଣ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଆଉ ୧୨ ଜଣ ଗୁରୁତରଭାବେ ପୋଡ଼ିଯାଇଥିବା ଜଣାଯାଇଛି । ସେମାନଙ୍କ…