ତାଜା ଖବର ରାଜ୍ୟ Single-Teacher School Crisis: ଜଣେ ଶିକ୍ଷକ ଥିବା ସ୍କୁଲରେ ତୁରନ୍ତ ଅତିରିକ୍ତ ଶିକ୍ଷକ ନିଯୁକ୍ତି ପାଇଁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ August 8, 2026 Nirvay ରାଜ୍ୟରେ ଜଣେ ଶିକ୍ଷକ ଦ୍ୱାରା ପରିଚାଳିତ ହେଉଥିବା ସ୍କୁଲଗୁଡିକରେ ତୁରନ୍ତ ଅତିରିକ୍ତ ଶିକ୍ଷକ ନିଯୁକ୍ତି ପାଇଁ ଗଣଶିକ୍ଷା ବିଭାଗ କଡ଼ା ନିର୍ଦ୍ଦେଶ ଦେଇଛି । ଏ ନେଇ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ ସୂଚନା ଦିଆଯାଇଛି । UDISE+…