Tag: SIR

Negligence In Electoral Roll Duty: ଭୋଟର ତାଲିକା କାର୍ଯ୍ୟରେ ଅବହେଳା ଯୋଗୁଁ BLO ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକ ନିଲମ୍ବିତ

ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ଜଣେ ସହକାରୀ ଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି । ଗଜପତି ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଆଦେଶ ଅନୁଯାୟୀ, ପାରଳାଖେମୁଣ୍ଡି ବିଧାନସଭା ମଣ୍ଡଳୀ-୧୩୭ କାଶିନଗର ବ୍ଲକ ପୋଲିଂ…

BJP Holds Meeting on SIR: ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଏସଆଇଆରକୁ ନେଇ ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟସଭା ପର୍ଯ୍ୟବେକ୍ଷକ ଚନ୍ଦ୍ରଶେଖର ବାୱନକୁଲେ ଆଜି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକ ମାନଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ଆଲୋଚନା କରିଛନ୍ତି । ବୈଠକରେ ରାଜ୍ୟ ସଭାପତି…

SIR In Odisha From April 1: ରାଜ୍ୟରେ ଏପ୍ରିଲ୍‌ ୧ ରୁ ଆରମ୍ଭ ହେବ ଏସ୍ଆଇଆର ପ୍ରକ୍ରିୟା

ରାଜ୍ୟରେ ଏପ୍ରିଲ୍‌ ୧ ତାରିଖରୁ ଆରମ୍ଭ ହେବ ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ (ଏସ୍ଆଇଆର) ପ୍ରକ୍ରିୟା । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌. ସନ୍ଥଗୋପାଳନଙ୍କ ଏହି ସୂଚନା ଦେଇଛନ୍ତି । ଏହି ପ୍ରକ୍ରିୟାରେ, ୨୦୦୨ SIR ତାଲିକାର ବିବରଣୀ ଯାଞ୍ଚ କରି…

SIR: ବଢ଼ିଲା ଏସଆଇଆର ପ୍ରକ୍ରିୟା ଅବଧି

ବଢ଼ିଲା ଏସଆଇଆର ପ୍ରକ୍ରିୟା ଅବଧି। ଚଳିତ ଏସଆଇଆର ପ୍ରକ୍ରିୟା ତାରିଖ ସଂଶୋଧ ବୃଦ୍ଧି କଲେ ଭାରତୀୟ ନିର୍ବାଚନ ଆୟୋଗ । ପ୍ରକ୍ରିୟା ଅବଧି ୭ ଦିନ ବୃଦ୍ଧି ନେଇ ଇସିଆଇ ପକ୍ଷରୁ ସାନି ସୂଚନା ଜାରି କରାଯାଇଛି। ୧୨ ରାଜ୍ୟ ଓ…

SIR In India: ୨ୟ ପର୍ଯ୍ୟାୟରେ ୧୨ ରାଜ୍ୟରେ ଏସ୍‌ଆଇଆର୍

ନିର୍ବାଚନ କମିଶନ ସୋମବାର ଦିନ ଭୋଟର ତାଲିକାର ଦେଶବ୍ୟାପୀ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ କରିଛନ୍ତି । ୨ୟ ପର୍ଯ୍ୟାୟରେ ୧୨ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ଏସ୍‌ଆଇଆର୍। ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଏବଂ ପୁଡୁଚେରୀ ସମେତ…

ସେପ୍ଟେମ୍ବରରୁ ଓଡ଼ିଶାରେ ଆରମ୍ଭ ହେବ ଏସ୍‌ଆଇଆର୍

ବିହାରରେ ଚାଲିଥିବା ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)କୁ ନେଇ ଦେଶର ରାଜନୀତି ଚଳଚଞ୍ଚଳ । ବିରୋଧୀ ଦଳ ଏହି ପ୍ରସଙ୍ଗରେ ଏକାଠି ହେବା ସ‌ହ ମୁଖ୍ୟ ନିର୍ବାଚନ କମିଶନଙ୍କୁ ଆକ୍ଷେପ କରୁଥିଲା ବେଳେ ରବିବାର ମୁଖ୍ୟ ନିର୍ବାଚନ କମିଶନ…