Tag: #sitapur#up

ମା’ ପତ୍ନୀଙ୍କ ଓ ୩ ପିଲାଙ୍କୁ ହତ୍ୟା ପରେ ଆତ୍ମହତ୍ୟା କଲେ ଯୁବକ

ଉତ୍ତରପ୍ରଦେଶ; ଉତ୍ତରପ୍ରଦେଶର ସୀତାପୁରରେ ଏକ ଲୋମଟାଙ୍କୁରା ଘଟଣା ଘଟିଯାଇଛି। ମଥୁରା ଥାନା ଅନ୍ତର୍ଗତ ପହ୍ଲାପୁର ଗାଁରେ ଜଣେ ବ୍ୟକ୍ତି ନିଜ ପରିବାରର ୫ ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପ‌ରେ ଜୀବନ ହାରିଛନ୍ତି । ବ୍ୟକ୍ତି ଜଣକ ହେଲେ…