Tag: SJTA

Ratna Bhandar Inventory: ମାର୍ଚ୍ଚ ୨୫ରୁ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି

ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ରତ୍ନଭଣ୍ଡାର ଗଣତି ମଣତି ପାଇଁ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏନେଇ ସୂଚନା ଦେଇଛନ୍ତି । ମାହେନ୍ଦ୍ର ବେଳାର, ମାର୍ଚ୍ଚ ୨୫…

Bhakta Niwas Parking Fee Reduced: ଭକ୍ତ ନିବାସରେ ପାର୍କିଂ ଫି ୨୪୦ ଟଙ୍କାକୁ ହ୍ରାସ

ଶ୍ରୀମନ୍ଦିର ପରିଚାଳନା କମିଟି ଭକ୍ତ ନିବାସରେ ପାର୍କିଂ ଫି ୫୦୦ ଟଙ୍କାରୁ କମାଇ ୨୪୦ ଟଙ୍କା କରାଯାଇଛି । ଯାହା ଆଜିଠୁ ଲାଗୁ ହେବ । ପୂର୍ବରୁ ୪ ଟି ଭକ୍ତ ନିବାସ ପାଇଁ ୫୦୦ ଟଙ୍କା ପାର୍କିଂ ଫି ଧାର୍ଯ୍ୟ…

Arabinda Padhee Promoted To ACS: ଅରବିନ୍ଦ ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପଦବୀକୁ ପଦୋନ୍ନତି

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଓଡ଼ିଶାରେ ଅତିରିକ୍ତ ମୁଖ୍ୟ ସଚିବ (ACS) ପଦବୀକୁ ପଦୋନ୍ନତି ଦିଆଯାଇଛି । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…

Calendar 2026: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ୨୦୨୬ର କ୍ୟାଲେଣ୍ଡର୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି । କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି…

Puri Srimandir: ଶ୍ରୀମନ୍ଦିରର ୩ ସେବାୟତ ନିଲମ୍ବିତ

ଶ୍ରୀମନ୍ଦିରର ୩ ସେବାୟତଙ୍କୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ନାଟ୍ୟମଣ୍ଡପରେ ବେନିୟମ ଭାବେ ଅର୍ଥ ଆଦାୟ ଅଭିଯୋଗରେ ୨ ସେବାୟତ ସୁଆର ବଡୁସେବକ ନାରାୟଣ ପଣ୍ଡା ଓ ଖୁଣ୍ଟିଆ ସେବକ ରାଜାରାମ ଖୁଣ୍ଟିଆଙ୍କୁ ନିଲମ୍ବିତ କରାଯାଇଛି ।…

ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ

ପୁରୀ ଶ୍ରୀକ୍ଷେତ୍ରର ଏକ ହୋଟେଲ ରେ କିଛି ବ୍ୟକ୍ତି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେଵା ପରେ ମହାପ୍ରସାଦକୁ ଡାଇନିଂ ଟେବୁଲରେ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି…

ବଳକା ଦାରୁରେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ନିର୍ମାଣ ହେବା କଥା ମିଛ ବୋଲି କହିଛନ୍ତି ଆଇନମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ ପ୍ରଚାରିତ ହେଉଥିବା ପ୍ରସସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଜ୍ୟ ସରକାରଙ୍କୁ ଅନ୍ତରୀଣ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି ।…