ପରଲୋକରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ଏମ୍ କ୍ରିଷ୍ଣା
କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସୋମନାହଲ୍ଲୀ ମଲ୍ଲୈୟା କ୍ରିଷ୍ଣାଙ୍କ ପରଲୋକ। ରାତି ପ୍ରାୟ ସାଢ଼େ ୨ଟାରେ ବେଙ୍ଗାଲୁରୁର ସଦାଶିବନଗରସ୍ଥିତ ତାଙ୍କ ବାସଭବନରେ ପରଲୋକ ଘଟିଛି। ସେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ରହିବା ସହ ମହାରାଷ୍ଟ୍ରର ରାଜ୍ୟପାଳ ଓ ବୈଦେଶିକ ମନ୍ତ୍ରୀ ମଧ୍ୟ ଥିଲେ ।…