ତାଜା ଖବର ରାଜ୍ୟ Teaching Posts Vacant In Adarsha Vidyalayas: ଆଦର୍ଶ ବିଦ୍ୟାଳୟରେ ଖାଲି ପଡ଼ିଛି ୧୮୨୯ ଶିକ୍ଷକ ପଦବୀ March 13, 2026 Papirani ରାଜ୍ୟର ସମସ୍ତ ଆଦର୍ଶ ବିଦ୍ୟାଳୟରେ ମୋଟ ୧୮୨୯ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବିଧାନସଭାରେ ସୂଚନା ଦେଇଛନ୍ତି। ଆଜି ଗୃହରେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ…