Tag: snakebite deaths

ଦୁଇ ବର୍ଷ ମଧ୍ୟରେ ସାପ କାମୁଡ଼ାରେ ଗଲାଣି ୧୮୫୯ ଜଣଙ୍କ ଜୀବନ

ରାଜ୍ୟରେ ଗତ ଦୁଇ ବର୍ଷରେ ସାପ କାମୁଡ଼ାରେ ଗଲାଣି ୧୮୫୯ ଜଣଙ୍କ ଜୀବନ। ଆଜି ବିଧାନସଭାରେ ବିଧାୟିକା ସୁବାସିନୀ ଜେନାଙ୍କ ପ୍ରଶ୍ନର ଲିଖିତ ଉତ୍ତର ଦେଇ ରାଜସ୍ୱ ଓ ବିପର୍ୟ୍ୟୟ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଗତ ୨୦୨୩-୨୪ ଆର୍ଥିକ ବର୍ଷରେ…