ରାଜ୍ୟ ସ୍ନାନ ପୂର୍ଣ୍ଣିମା ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ April 7, 2025 Nirvay ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଛି । ଏଏସଆଇ ଫାଇଲ କରିଥିବା ଏଫିଡେବିଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ନାନ ପୂର୍ଣ୍ଣିମା ଭିତରେ ସରିବ ବୋଲି କୁହାଯାଇଛି । ପ୍ରଥମେ ଡି ପ୍ଲାଷ୍ଟରିଙ୍ଗ କାମ ହୋଇଥିବାବେଳେ ପରେ ପଥର ମରାମତି…
ତାଜା ଖବର ରାଜ୍ୟ ସ୍ନାନବେଦୀରେ ଦୁର୍ଲଭ ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି June 22, 2024 Papirani ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ କରୁଛନ୍ତି।…
ତାଜା ଖବର ରାଜ୍ୟ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି June 22, 2024 Papirani ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି ।ଏଥିପାଇଁ ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ରତ୍ନ ସିଂହାସନ ଛାଡି ସ୍ନାନମଣ୍ଡପରେ ବିରାଜିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦିବ୍ୟସ୍ନାନ ପରେ ସ୍ନାନମଣ୍ଡପରୁ ଦୁର୍ଲଭ ଗଜବେଶରେ ଅଗଣିତ ଭକ୍ତଙ୍କୁ…
ତାଜା ଖବର ରାଜ୍ୟ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୁରୀ ଲୋକାରଣ୍ୟ June 22, 2024 Papirani ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ…
ତାଜା ଖବର ରାଜ୍ୟ ସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଉପରେ କଟକଣା June 21, 2024 Papirani ରାତି ପାହିଲେ ଶ୍ରୀମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ସାରା ବିଶ୍ୱକୁ ସ୍ନାନବେଦୀରେ ଦିବ୍ୟଦର୍ଶନ ଦେବେ ମହାପ୍ରଭୁ । ଅନ୍ୟପଟେ ପହଣ୍ଡି ପାଇଁ ରତ୍ନସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ ଦଇତାପତି ସେବାୟତଙ୍କ ଦ୍ୱାରା ସେନାପଟା ଲାଗି କରାଯାଉଛି । ଭକ୍ତଙ୍କ ଶୃଙ୍ଖଳିତ…