Tag: Snana Purnima

Snana Purnima 2026: ଆଜି ରାତି ସାଢ଼େ ୧୦ଟାରୁ ସାଢ଼େ ୧୪ ଘଣ୍ଟା ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ

ଆସନ୍ତା ୨୯ ଜୁନ୍‌ରେ ପଡୁଥିବା ପବିତ୍ର ସ୍ନାନ ପୂର୍ଣ୍ଣିମା ପୂର୍ବରୁ ଶ୍ରୀମନ୍ଦିରରେ ନୀତିକାନ୍ତି ଶୃଙ୍ଖଳିତ କରିବା ଓ ପୂର୍ବ ପ୍ରସ୍ତୁତି ପାଇଁ ପ୍ରାୟ ସାଢ଼େ ୧୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା…

Traffic Advisory Issued For Snana Purnima: ଦେବସ୍ନାନ ପୂର୍ଣ୍ଣିମା ପାଇଁ ଟ୍ରାଫିକ୍ ପରାମର୍ଶ ଜାରି କଲା ପୁରୀ ପୋଲିସ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ଜାରି ହେଲାଟ୍ରାଫିକ୍ ମାର୍ଗଦର୍ଶିକା ।ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବ ସ୍ନାନ ପୂର୍ଣ୍ଣିମା ଦେଖିବା ପାଇଁ ଚାରିଆଡୁ ଲକ୍ଷ ଲକ୍ଷ ଭକ୍ତ ଜୁନ୍ ୨୯ ତାରିଖରେ ପୁରୀକୁ ଆସିବାକୁ ଥିବା ବେଳେ, ପୁରୀ ପୋଲିସ ସୁଗମ ଯାନବାହାନ ଚଳାଚଳ ଏବଂ…

ସ୍ନାନ ପୂର୍ଣ୍ଣିମା ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଛି । ଏଏସଆଇ ଫାଇଲ କରିଥିବା ଏଫିଡେବିଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ନାନ ପୂର୍ଣ୍ଣିମା ଭିତରେ ସରିବ ବୋଲି କୁହାଯାଇଛି । ପ୍ରଥମେ ଡି ପ୍ଲାଷ୍ଟରିଙ୍ଗ କାମ ହୋଇଥିବାବେଳେ ପରେ ପଥର ମରାମତି…

ସ୍ନାନବେଦୀରେ ଦୁର୍ଲଭ ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ କରୁଛନ୍ତି।…

ଦେବସ୍ନାନ ପୂର୍ଣ୍ଣିମା: ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି ।ଏଥିପାଇଁ ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ରତ୍ନ ସିଂହାସନ ଛାଡି ସ୍ନାନମଣ୍ଡପରେ ବିରାଜିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦିବ୍ୟସ୍ନାନ ପରେ ସ୍ନାନମଣ୍ଡପରୁ ଦୁର୍ଲଭ ଗଜବେଶରେ ଅଗଣିତ ଭକ୍ତଙ୍କୁ…

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୁରୀ ଲୋକାରଣ୍ୟ

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ…

ସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଉପରେ କଟକଣା

ରାତି ପାହିଲେ ଶ୍ରୀମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ସାରା ବିଶ୍ୱକୁ ସ୍ନାନବେଦୀରେ ଦିବ୍ୟଦର୍ଶନ ଦେବେ ମହାପ୍ରଭୁ । ଅନ୍ୟପଟେ ପହଣ୍ଡି ପାଇଁ ରତ୍ନସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ ଦଇତାପତି ସେବାୟତଙ୍କ ଦ୍ୱାରା ସେନାପଟା ଲାଗି କରାଯାଉଛି । ଭକ୍ତଙ୍କ ଶୃଙ୍ଖଳିତ…