ରାଜ୍ୟ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟକଳାପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା May 19, 2025 Nirvay ଆଜି ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ…