Tag: sofia firdous

Jaundice Spreads In Cuttack: କଟକରେ ଜଣ୍ଡିସ କାୟା ବିସ୍ତାର କରିବା ପ୍ରସଙ୍ଗ; ଦାୟିତ୍ୱ ତୁଲାଉନାହାନ୍ତି ମେୟର: ବିଧାୟିକା ସୋଫିଆ

କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ୱାର୍ଥ ପାଇଁ ଗୋଟିଏ ଏଜେନ୍ସିକୁ ବାରମ୍ବାର ଟେଣ୍ଡର ଦିଆଯାଉଛି। ଏନେଇ ସୋଫିଆ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।…

Barabati Food Court Irregularities: ବାରବାଟୀ ଷ୍ଟାଡିୟମ ଫୁଡ କୋଟ୍ ନିର୍ମାଣରେ ଅନିୟମିତତା; ସିଏମସି ଓ କଟକ ମେୟରଙ୍କ ଉପରେ ବର୍ଷିଲେ ସୋଫିଆ

ବାରବାଟୀ ଷ୍ଟାଡିୟମ ପାଖ ଫୁଡ କୋଟ୍ ନିର୍ମାଣ ଅନିୟମିତତା ନେଇ ସିଏମସି ଓ କଟକ ମେୟରଙ୍କ ଉପରେ ବର୍ଷିଲେ କଟକ-ବାରବାଟୀ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋସ । ଫୁଡ୍ କୋଟ୍ ନିର୍ମାଣକୁ ଦୀର୍ଘ ଦୁଇ ବର୍ଷ ବିତି ଯାଇଥିଲେ ସୁଦ୍ଧା ଏ…

Bishwajit Mohanty Joins Congress: କଂଗ୍ରେସରେ ବିଶ୍ବଜିତ ମହାନ୍ତି ଯୋଗଦେଲେ କିନ୍ତୁ ମୁଁ ଜାଣି ନଥିଲି; ପରୋକ୍ଷରେ ଅସନ୍ତୋଷ ଝାଡ଼ିଲେ ସୋଫିଆ

କଂଗ୍ରେସରେ ବିଶ୍ୱଜିତ ମହାନ୍ତି ଯୋଗ ଦେବା ପ୍ରସଙ୍ଗରେ କଟକ ବାରବାଟୀ ବିଧାୟକ ସୋଫିଆ ଫିର୍ଦ୍ଦୋଶ ପରୋକ୍ଷରେ ଅସନ୍ତୋଷ ଝାଡିଛନ୍ତି। ଅବଗତ କରାଯାଇ ନଥିବା କହି ପରୋକ୍ଷରେ ଅସନ୍ତୋଷ ଝାଡ଼ିଲେ ସୋଫିଆ। ସେ କହିଛନ୍ତି କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ, ମୁଁ…

Odisha Congress: ସୋଫିଆଙ୍କୁ ଅଣଦେଖା ଭକ୍ତଙ୍କୁ ପଡ଼ିପାରେ ମହଙ୍ଗା

କଂଗ୍ରେସ ବିଧାୟିକା ସୋଫିଆ ଫିରଦୋଷଙ୍କୁ ଅନେକ ଆଗାମୀ ମୁଖ୍ୟମନ୍ତ୍ରୀ ବୋଲି ଭାବୁଛନ୍ତି । ଏଭଳି ଲୋକପ୍ରିୟତା ମଧ୍ୟରେ ତାଙ୍କୁ ଅଣଦେଖା କରିବା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କୁ ମହଙ୍ଗା ପଡ଼ିପାରେ । ଦଳରେ ସୋଫିଆଙ୍କର କ୍ରେଜ ଥିବାବେଳେ…

ମୋକିମ-ସୋଫିଆଙ୍କ ‘ଶାରଦୀୟ ବନ୍ଧୁମିଳନ’ ରାଜନୀତି

ଦହିବରା ଓ ଭାଇଚାରା ଭଳି ଦଶହରା ମଧ୍ୟ କଟକବାସୀଙ୍କ ଭାବନା ସହିତ ଜଡିତ । ତେବେ ଏଥର ରାଜନୀତିରେ ଦୁର୍ଗାପୂଜାକୁ ମୋହରା କରିଛନ୍ତି ବାରବାଟୀ-କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଓ ବର୍ତ୍ତମାନର ବିଧାୟିକା ତଥା ତାଙ୍କ ଝିଅ ସୋଫିଆ ଫିର୍ଦ୍ଦୋଷ…

ଓଡ଼ିଶାରେ ବଢ଼ୁଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଦିଲ୍ଲୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ

ଗୋପାଳପୁର ଗଣଦୁଷ୍କର୍ମ ଘଟଣା ପରେ, ଓଡ଼ିଶାରେ ବଢ଼ୁଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଏବଂ ରାଜ୍ୟରେ ମହିଳାଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ମହିଳା ନେତ୍ରୀ ଓ ବିଧାୟିକା । ଦିଲ୍ଲୀର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ମୁଖ୍ୟାଳୟରେ ସାମ୍ବାଦିକ…

ଭରତପୁର ଥାନାରେ ନିର୍ଯାତନା ମାମଲା: ହସ୍ପିଟାଲରେ ପୀଡ଼ିତାଙ୍କୁ ଭେଟିଲେ ସୋଫିଆ 

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ପୀଡ଼ିତାଙ୍କୁ ଭେଟି ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ । ପୀଡ଼ିତାଙ୍କୁ ଭେଟି ସରିବା ପରେ ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ…

ବାପାଙ୍କ ସହ ଆସି ନାମାଙ୍କନ ଭରିଲେ ସୋଫିଆ

ବାପାଙ୍କ ସହ ଆସି ନାମାଙ୍କନ ଭରିଲେ ସୋଫିଆ କଟକ :ବାରବାଟୀ ଆସନର କଂଗ୍ରେସ ପ୍ରାର୍ଥୀ ସୋଫିଆ ଫିରଦୋସ ଆଜି ନାମାଙ୍କନ ଭରିଛନ୍ତି । ମହମ୍ମଦ ମୋକିମ ଝିଅ ହେଲେ ସୋଫିଆ ଫିରଦୋସ। ସେ କଟକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ତାଙ୍କର…

ସମ୍ବଲପୁରରୁ ନଗେନ୍ଦ୍ର, ବାରବାଟୀ-କଟକରୁ ସୋଫିଆ

ନିର୍ଭୟ ମିଡିଆ : ଭୁବନେଶ୍ୱର, କଂଗ୍ରେସ ପକ୍ଷରୁ ଦୁଇ ଲୋକସଭା ଆସନ ସହ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି ରବିବାର । ସମ୍ବଲପୁର ପାଇଁ ଲୋକସଭା ପ୍ରାର୍ଥୀ ବଦଳା ଯାଇଥିଲାବେଳେ ବାରିପଦା ଓ ଖଣ୍ଡପଡ଼ା ବିଧାନସଭା ଆସନ…